ଛିଙ୍କିବା
ଦେଖଣା
ଛିଙ୍କିବା
ଉଚ୍ଚାରଣ
[ସମ୍ପାଦନା]ଧ୍ୱନି (ମାନକ ଓଡ଼ିଆ) (file)
ଅନୁବାଦ
[ସମ୍ପାଦନା]ଦେଶଜ - କ୍ରି.—(ସଂସ୍କୃତ - ଛିକ୍କା)
[ସମ୍ପାଦନା]ନାସିକା ମଧ୍ୟରୁ ବେଗ ଓ ଶବ୍ଦ ସହିତ ହଠାତ୍ ପବନ ବାହାର କରିବା —To sneeze.
[ଦ୍ରଷ୍ଟବ୍ୟ —ବିରାଡ଼ି ଛିଙ୍କିଲେ ଗୃହସ୍ୱାମୀ ଅମଙ୍ଗଳ ସୂଚନା କରେ; ମନୁଶ୍ୟ ଛିଙ୍କିବା ମଧ୍ୟ ଅମଙ୍ଗଳକର; ଏଥିପାଇଁ କେହି ଛିଙ୍କିଲେ ସେଠାରେ ଉପସ୍ଥିତ ବୟୋବୃଦ୍ଧ ମନୁଷ୍ୟ ଉକ୍ତ ଅମଙ୍ଗଳ ଦୂର ହେବା ଆଶାରେ କହି ଥାଆନ୍ତି 'ଚୀରଂଜୀବୀ ହୋ']