ଜର୍ଦାଲୁ
ଦେଖଣା
ଜର୍ଦାଲୁ
ଉଚ୍ଚାରଣ
[ସମ୍ପାଦନା]ବୈଦେଶିକ - ବିଶେଷ୍ୟ - (ଫା)
[ସମ୍ପାଦନା]ଜରଦାଲୁ (ଦେଖ) - Jaradālu (See)
ଜର୍ଦାଲୁ
ଉଚ୍ଚାରଣ
[ସମ୍ପାଦନା]ବୈଦେଶିକ - ବିଶେଷ୍ୟ - (ଫା)
[ସମ୍ପାଦନା]ଏକପ୍ରକାର କାବୁଲୀ ମିଷ୍ଟ ଓ ଶୁଷ୍କଫଳ — A kind of sweet dry fruit brought from Kabul.
[ଦ୍ରଷ୍ଟବ୍ୟ — ଏହାର ଉପର ଚୋପା ସୁସ୍ୱାଦୁ ଓ ମିଷ୍ଟ ଏହା ଭିତରର ଶାଗୁଆ ମଞ୍ଜିକୁ ଭାଙ୍ଗିଦେଲେ ତହିଁ ମଧ୍ୟରୁ ବାଦାମ ପରି ସୁଖାଦ୍ୟ ଶସ ବାହାରେ]