ଜ୍ଞାନଚକ୍ଷୁଃ

ଉଇକିଅଭିଧାନ‌ରୁ

ଜ୍ଞାନଚକ୍ଷୁଃ

ଓଡ଼ିଆ[ସମ୍ପାଦନା]

ଉଚ୍ଚାରଣ[ସମ୍ପାଦନା]

ସଂସ୍କୃତ - ବିଶେଷ୍ୟ - (ଜ୍ଞାନ+ଚକ୍ଷୁଃ; ଜ୍ଞାନ ରୂପକ ଚକ୍ଷୂଃ=ରୂପକ କର୍ମଧା)[ସମ୍ପାଦନା]

ବୋଧଶକ୍ତି (ଯାହାକୁ ମନୁଷ୍ୟର ଚକ୍ଷୁ ସଙ୍ଗେ ତୁଳନା କରାଯାଇ ଥାଏ) — Mind's eye; inner perception; the eye of intelligence.

ସଂସ୍କୃତ - ବିଶେଷଣ - (ବହୁବ୍ରୀହି)[ସମ୍ପାଦନା]

ବେଦଜ୍ଞାନରୂପ ନେତ୍ରବିଶିଷ୍ଟ (ବ୍ୟକ୍ତି) — A person who is versed in the Bedas.