ଦୋକାନ
ଦେଖଣା
ଦୋକାନ
ଉଚ୍ଚାରଣ
[ସମ୍ପାଦନା]ଧ୍ୱନି (ମାନକ ଓଡ଼ିଆ) (file)
ଅନୁବାଦ
[ସମ୍ପାଦନା]ବୈଦେଶିକ - ବିଶେଷ୍ୟ - (ଫାରାସୀ - ଦୁକାନ୍)
[ସମ୍ପାଦନା]- ୧. ପଣ୍ୟଶାଳା — ୧. Shop; stall.
- ୨. କାରଖାନା —୨. Workshop.
- ୩. ଯେଉଁଠାରେ ପଣ୍ୟଦ୍ରବ୍ୟମାନ ଖୁଚୁରା ବିକ୍ରି ହୁଏ — ୩. Retail-shop.
[ ଦ୍ର—ଯେଉଁଠାରେ ପଣ୍ୟଦ୍ରବ୍ୟମାନ ବହୁ ପରିମାଣରେ (ଥୋକ୍ରେ) ବିକ୍ରି ହୁଏ ତାକୁ ଗୋଦାମ କହନ୍ତି ]